Bali Yatra 2025: ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା, ହାଇକୋର୍ଟ ଦେଲେ ଅନୁମତି
କଟକ: ଆସନ୍ତା ନଭେମ୍ବର ୫ ତାରିଖ ଠାରୁ ୧୨ ତାରିଖ ପର୍ଯ୍ୟନ୍ତ ହେବାକୁ ଯାଉଛି ଐତିହାସିକ ବାଲିଯାତ୍ରା। ଏଣିକି ଉପର ପଡିଆରେ ଆୟୋଜିତ ହେବ ଐତିହାସିକ ବାଲିଯାତ୍ରା। ତଳ ପଡ଼ିଆ ସହ ଉପରପଡ଼ିଆରେ ମଧ୍ୟ ବାଲିଯାତ୍ରା ହେବ। ଉଭୟ ପଡ଼ିଆରେ ଗାଇଡ଼ଲାଇନ ଭିତ୍ତିରେ ହେବ ବାଲିଯାତ୍ରା। ଓଡିଶା ହାଇକୋର୍ଟ…