ପ୍ରଥମ ଥର ପାଇଁ ରାମ ନବମୀକୁ ଛୁଟି ଘୋଷଣା କଲେ ମମତା ସରକାର, ବିଜେପି କହିଲା ‘ସେ ବାଧ୍ୟ…’
କୋଲକାତା: ପଶ୍ଚିମବଙ୍ଗର ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୁଳ କଂଗ୍ରେସ ସରକାର ରାମ ନବମୀ ଅବସରରେ ଏପ୍ରିଲ ୧୭ କୁ ସାଧାରଣ ଛୁଟି ଘୋଷଣା କରିଛନ୍ତି। ୨୦୧୧ ମସିହାରେ ରାଜ୍ୟରେ କ୍ଷମତାକୁ ଆସିବା ପରେ ତୃଣମୁଳ ସରକାର ପ୍ରଥମ ଥର ପାଇଁ ରାମ ନବମୀଙ୍କୁ ସାଧାରଣ ଛୁଟି ଘୋଷଣା କରିଛନ୍ତି।…