ବିଜାପୁରରେ ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ, ୪ ନକ୍ସଲ ମୃତ
ରାୟପୁର: ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । କମ୍ବିଂ ଅପରେସନ ଚାଲିଥିବାବେଳେ ସୁରକ୍ଷାବାହିନୀ ଓ ନକ୍ସଲ ମୁହାଁମୁହିଁ । ସୁରକ୍ଷାବାହିନୀ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରୁ ବହୁ ମାଓ ସମଗ୍ରୀ ଜବତ କରିଛି ସୁରକ୍ଷାବଳ ।
ସୂଚନା ମୁତାବକ,…