ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଖର୍ଚ୍ଚ ହୋଇଛି ୫୦ ଲକ୍ଷ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା । ସେହିପରି ଅନ୍ୟ ଏକ ସରକାରୀ ବାସଭବନ ପାଇଁ ମଧ୍ୟ ୨୩ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି । ବିଧାନସଭାରେ ବିଜେଡି ବିଧାୟକ ଗୌତମବୁଦ୍ଧ ଦାସଙ୍କ ପ୍ରଶ୍ନରେ ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ଏହି ତଥ୍ୟ…