ସୁନାମଧନ୍ଯ ଓଡ଼ିଆ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ
ଭୁବନେଶ୍ୱର: ସୁନାମଧନ୍ୟ ଓଡ଼ିଆ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ୬୫ ବର୍ଷ ବୟସରେ ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି।
ଆଜି ସନ୍ଧ୍ୟାରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ସ୍ୱାମୀ ବସନ୍ତ ଛୋଟରାୟ ସୂଚନା!--more-->…