‘ନବୀନଙ୍କ ନାଁ ବିନା ଭର୍ତ୍ତୃହରି ଓ ସିଦ୍ଧାନ୍ତ ୱାର୍ଡମେମ୍ବର ଜିତିବାର କ୍ଷମତା ନାହିଁ’
ଭୁବନେଶ୍ବର: ଆଜି ବିଜେପି ରେ ଯୋଗଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକସଭା ସାସଂଦ ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା । ବିଜେଡିର ଦୁଇ ହେଭିଓ୍ବେଟ୍ ନେତା ବିଜେପିରେ ସାମିଲ ହେବା ପରେ ଏନେଇ ପ୍ରତିକ୍ରିୟା ରଖିଛି ବିଜେଡି ।
ବିଜେଡି ସାମସଦ…