କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇପିଏସ୍ ସ୍ୱାତୀ ଏସ୍ କୁମାର
ଭୁବନେଶ୍ୱର: ଓଡ଼ିଶା କ୍ୟାଡରର ବରିଷ୍ଠ ଆଇପିଏସ୍ ଅଧିକାରୀ ସ୍ୱାତୀ ଏସ୍ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯାଉଛନ୍ତି। ଦେଶର ଇଣ୍ଟେଲିଜେନ୍ସ ବ୍ୟୁରୋ ବା ଆଇବିର ଯୁଗ୍ମ ଉପନିର୍ଦ୍ଦେଶକ ଭାବେ ସେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଓଡ଼ିଶା ପୋଲିସ ମୁଖ୍ୟାଳୟ ପକ୍ଷରୁ ଏହି କେନ୍ଦ୍ରୀୟ…