ଋଣ ଦେବା ନାଁରେ ଠକେଇର ପର୍ଦ୍ଦାଫାଶ;୧୨୭ଟି ମୋବାଇଲ ଫୋନ୍, ୧୩୭ ବାଇକ୍ ଜବତ
ଗଜପତି: ଅଡବା ଥାନା ପୋଲିସ ଋଣ ପ୍ରଦାନ ନାମରେ ଦୀର୍ଘଦିନ ଧରି ସାଧାରଣ ଲୋକଙ୍କୁ ଠକେଇ କରୁଥିବା ଏକ ବଡ ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ କେ. ରବୀନ୍ଦ୍ର ରେଡ୍ଡୀଙ୍କୁ ପୋଲିସ ଗିରଫ କରିଛି । ତାଙ୍କ ନିକଟରୁ ନଗଦ ୩,୬୧,୨୦୦ ଟଙ୍କା, ୧୩୭ଟି ମୋଟରସାଇକେଲ, ୧୨୭ଟି…