ଅନନ୍ତ-ରାଧିକା ପ୍ରି-ୱେଡିଙ୍ଗ: ଝୁମିଲା ମଞ୍ଚ, ଏକା ସାଙ୍ଗରେ ଷ୍ଟେଜରେ ନଜର ଆସିଲେ ୩ ଖାନ୍
ମୁମ୍ବାଇ: ଧୁମଧାମରେ ଚାଲିଛି ଅନନ୍ତ ଅମ୍ବାନୀ ଏବଂ ରାଧିକା ମର୍ଚାଣ୍ଟର ପ୍ରି-ୱେଡିଙ୍ଗ ସେଲିବ୍ରେସନ । ସେଲିବ୍ରେସନ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି । ସେଲିବ୍ରେସନର ଦ୍ଵିତୀୟ ଦିନରେ ସଂଗୀତ୍ ଏବଂ ଗରୱା ନାଇଟର ଆୟୋଜନ କରାଯାଇଥିଲା । ସେଲିବ୍ରିଟିଙ୍କ ନାଚ…