ଏଣିକି ପ୍ରତିବର୍ଷ ହେବ ବାଘ ଗଣନା:ପିସିସିଏଫ୍
ଭୁବନେଶ୍ଵର; ଏଣିକି ରାଜ୍ୟରେ ପ୍ରତିବର୍ଷ ହେବ ବାଘ ଗଣନା । କ୍ୟାମେରା ଟ୍ରାପ ଜରିଆରେ ମହାବଳ ବାଘଙ୍କ ସ୍ଥିତି ଉପରେ ରହିବ ନଜର । ଏନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ।
ସୂଚନା ଅନୁସାରେ, ସର୍ବଭାରତୀୟ ବାଘ ଆକଳନ-୨୦୨୨ରେ ରାଜ୍ୟରେ ମୋଟ୍ ବାଘ ସଂଖ୍ୟା ୧୭…