Latest Odisha News

BREAKING NEWS

ଶ୍ରଦ୍ଧା ୱାକର ହତ୍ୟା ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଅଭିଯୁକ୍ତକୁ ଦିନକୁ ୮ଘଣ୍ଟା କରାଯିବ ଅନଲକ୍

ନୂଆଦିଲ୍ଲୀ: ବହୁଚର୍ଚ୍ଚିତ ଦିଲ୍ଲୀର ହାଇପ୍ରୋଫାଇଲ ଶ୍ରଦ୍ଧା ୱାକର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଅଫତାବ ପୁନାୱାଲାକୁ ଅନ୍ୟ କଏଦିଙ୍କ ପରି ଅନଲକ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ଦିଲ୍ଲୀ ହାଇକୋର୍ଟ । ଅନ୍ୟ କଏଦୀମାନଙ୍କ ପରି ଅଫତାବ ପୁନାୱାଲାକୁ ଦିନକୁ ୮ ଘଣ୍ଟା ଅନଲକ୍ କରିବାକୁ…

ଖୁବ ଶୀଘ୍ର ମୋଟା ହୋଇଯାଉଛନ୍ତି ଭାରତୀୟ ଲୋକେ, ଏହା ପଛର କାରଣ କହିଲା ‘ହୁ’

ନୂଆଦିଲ୍ଲୀ: ଆଜିକାଲି ଜୀବନଶୈଳୀ ଏତେ ବ୍ୟସ୍ତ ହୋଇପଡୁଛି ଯେ ଲୋକମାନେ ଶାରୀରିକ କାର୍ଯ୍ୟକଳାପ ପାଇଁ ସମୟ ପାଇପାରୁ ନାହାଁନ୍ତି, ଯେଉଁଥିପାଇଁ ସେମାନଙ୍କ ଶରୀରକୁ ସେସବୁର ସମସ୍ୟା ଉଠାଇବାକୁ ପଟେ । ଏହି କାରଣରୁ, ମେଦବହୁଳତା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି, ଯେଉଁଥିପାଇଁ ଅନେକ ଗମ୍ଭୀର…

ସିଏଏକୁ ବିରୋଧ କରିବାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଘର ବାହାରେ ବିକ୍ଷୋଭ, ରାଗିଗଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦେଶରେ ନାଗରିକ ସଂଶୋଧନ ଆଇନ ଲାଗୁ ହେବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବା ସହ ଏହାକୁ ବିରୋଧ କରିଥିଲେ । ଏହି ଘଟଣାକୁ ନେଇ ପାକିସ୍ତାନ ଏବଂ ବାଂଲାଦେଶରୁ ଆସିଥିବା ଶରଣାର୍ଥୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନ…

ଅମିତାଭ ବଚ୍ଚନ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତା ଅମିତାଭ ବଚ୍ଚନଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ କିଛି ସ୍ପଷ୍ଟ ହୋଇନାହିଁ। ୮୧ ବର୍ଷୀୟ ଅଭିନେତାଙ୍କୁ ଶୁକ୍ରବାର ସକାଳେ କୋକିଲାବେନ୍ ହସ୍ପିଟାଲ ନିଆଯାଇଥିଲା ଯେଉଁଠାରେ ନିକଟରେ ତାଙ୍କ…

ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ ଯୁବକ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ନିକଟରେ ଫୁଟିଲା ଗୁଳି । ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ ଯୁବକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁରୁତର ହୋଇଥିବା ଦୁଇ ଯୁବକଙ୍କ ପରିଚୟ ଛତିଶଗଡ଼ ରାୟଗଡ଼ ଅଞ୍ଚଳର ସୁନୀଲ…

ଘର ଭିତରେ ଜଳିଗଲେ ମହିଳା, ସ୍ବାମୀ ଫେରାର

ବାଲେଶ୍ବର:  ବନ୍ଦ ଘରେ ଜଳିଗଲେ ମହିଳା । ଚିତ୍କାର ଶୁଣି ରକ୍ଷା କରିବାକୁ ଗାଁ ଲୋକ ପହଞ୍ଚିବା ବେଳକୁ ମହିଳା ଜଣଙ୍କର ମୃତ୍ୟୁ ହୋଇସାରିଥିଲା । ଏଭଳି ଅଭାନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ରସଲପୁର ଗାଁରେ । ମୃତ ମହିଳା ଜଣଙ୍କ ହେଉଛନ୍ତି ଅର୍ଚ୍ଚନା ବେହେରା ।…

ଜବରଦଖଲ ଉଚ୍ଛେଦ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶନାମା, ଆଦେଶ ପାଳନ ନକଲେ ଲାଗିବ ଅଦାଲତ ଅବମାନନା

କଟକ: ସରକାରୀ ସମ୍ପତ୍ତିରୁ ଜବରଦଖଲ ଉଚ୍ଛେଦ ପାଇଁ ଓଡ଼ିଶା ହାଇକୋର୍ଟ ଓଡ଼ିଶାର କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କୁ ଏକ ବିସ୍ତୃତ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ଗାଇଡଲାଇନକୁ ପାଳନ ନକଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି । ମୁଖ୍ୟ…

ନିର୍ବାଚନୀ ବଣ୍ଡ: ଆଞ୍ଚଳିକ ଦଳ ଭାବେ ବିଜେଡି ପାଇଛି ସର୍ବାଧିକ ଅନୁଦାନ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ନେତୃତ୍ବାଧୀନ ବିଜୁ ଜନତା ଦଳ ୨୦୧୬-୧୭ରୁ ୨୦୨୨-୨୩ ମଧ୍ୟରେ ନିର୍ବାଚନୀ ବଣ୍ଡ ଜରିଆରେ ୭୭୪ କୋଟି ଟଙ୍କା ପାଇ ଭାରତର ସବୁଠାରୁ ଧନୀ ଆଞ୍ଚଳିକ ରାଜନୈତିକ ଦଳ ଭାବେ ଉଭା ହୋଇଛି। ଏହି ସାତ ବର୍ଷ ମଧ୍ୟରେ ଦଳ ମୋଟ ୮୪୪.୬ କୋଟି ଟଙ୍କା ଚାନ୍ଦା ସଂଗ୍ରହ କରିଛି,…

ଇଣ୍ଡିଆ ମେଣ୍ଟ ତାମିଲନାଡୁରେ କେବେ ବିକାଶ କରିପାରିବ ନାହିଁ: ବିରୋଧିଙ୍କ ଉପରେ ବର୍ଷିଲେ ମୋଦୀ

କନ୍ୟାକୁମାରୀ: ଦକ୍ଷିଣଭାରତ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ସମୟରେ କନ୍ୟାକୁମାରୀରେ ଆୟୋଜିତ ଏକ ସାଧାରଣ ସମାବେଶକୁ ସମ୍ବୋଧିତ କରି ମୋଦୀ ବିରୋଧି ଦଳ ଡିଏମକେ ଏବଂ କଂଗ୍ରେସକୁ ସିଧାସଳଖ ଟାର୍ଗେଟ କରିଛନ୍ତି । ମୋଦୀ କହିଛନ୍ତି ଯେ, ଡିଏମକେ ଏବଂ କଂଗ୍ରେସର ଇଣ୍ଡିଆ…

ପଦାର୍ପଣ ଆଇପିଏଲରେ କମାଲ କରିବାକୁ ଯାଉଛନ୍ତି ଏହି ଖେଳାଳି

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗର ୨୦୨୪ ସଂସ୍କରଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଯାଇଛି । ଏଥର କେତେକ ଯୁବ ଖେଳାଳିଙ୍କ ପଛରେ ଫ୍ରାଂଚାଇଜରମାନେ କୋଟି କୋଟି ଟଙ୍କା ଲଢ଼େଇବାକୁ ପଛେଇ ନାହାନ୍ତି । ପଦାର୍ପଣ ଆଇପିଏଲରେ ସେମାନେ କିପରି କମାଲ କରୁଛନ୍ତି ସେଥିପ୍ରତି ସମସ୍ତଙ୍କ ନଜର ରହୁଛି ।…