ତାତିରୁ ମିଳିବ ଆଶ୍ୱସ୍ତି; ୩ ଦିନ ଏହି ସବୁ ଜିଲାରେ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର: ରାଜ୍ୟରେ ତାତିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି । କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଆଜିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ।…