ରାଜ୍ୟରେ ଏତିକି ଅଙ୍ଗନବାଡ଼ି କେନ୍ଦ୍ରର ନାହିଁ ନିଜସ୍ବ ଘର, ଭଡା ଘରେ ଚାଲିଛି ପାଠପଢା…
ଭୁବନେଶ୍ବର: ଚାଲିଛି ବିଧାନସଭା ଶୀତ ଅଧିବେଶନ । ଆଜି ନବମ ଦିନରେ ରାଜ୍ୟର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ବାସ୍ତବ ଚିତ୍ର ଉପସ୍ଥାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ ତଥ୍ୟ ରଖି କହିଛନ୍ତି ଯେ, ବର୍ତ୍ତମାନ ସମଗ୍ର ରାଜ୍ୟରେ ମୋଟ ୭୪ ହଜାର ୨୨୪ଟି ଅଙ୍ଗନବାଡ଼ି…