ଅମିତ ଶାହଙ୍କ ମିଥ୍ୟା ଭିଡିଓ ଭାଇରାଲ; ସାଇବର ଥାନାରେ ଏତଲା ଦେଲା ବିଜେପି
ଭୁବନେଶ୍ୱର: ଅମିତ ଶାହଙ୍କ ମିଥ୍ୟା ଭିଡିଓ ଭାଇରାଲ ନେଇ ଗିରଫ କରିବା ଦାବିରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧିମଣ୍ଡଳୀ ଆଜି ସାଇବର ଥାନାରେ ଏତଲା ଦେଇଛନ୍ତି ।
ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାନ୍ତି କହିଛନ୍ତି ଯେ, ବିଜେଡିର…