ସମ୍ବଲପୁରରେ ଆବାସିକ ବିଦ୍ୟାଳୟର ୨୨ ଜଣ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି
ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ଏକ ଆଦିବାସୀ ଆବାସିକ ବିଦ୍ୟାଳୟର ୨୨ ଜଣ ଛାତ୍ରଛାତ୍ରୀ ଝାଡ଼ାବାନ୍ତି କରିବା ପରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଜିଲ୍ଲାର ବାମରା ବ୍ଲକ ଅନ୍ତର୍ଗତ ସଲୋହି ଆଶ୍ରମ ସ୍କୁଲର କିଛି ଛାତ୍ରଛାତ୍ରୀ ୩ ଦିନ ତଳେ ସମାନ ରୋଗରେ…