Internet Service: କଟକରେ ଆରମ୍ଭ ହେଲା ଇଣ୍ଟରନେଟ ସେବା, ଫେରୁଛି ସ୍ୱାଭାବିକ ସ୍ଥିତି
କଟକ: କଟକରେ ଆରମ୍ଭ ହେଲା ଇଣ୍ଟରନେଟ ସେବା । ୪୮ ଘଣ୍ଟା ଧରି ବନ୍ଦ ଥିଲା ଇଣ୍ଟରନେଟ। ସନ୍ଧ୍ୟା ୭ଟା ରୁ ପୁଣି ଇଣ୍ଟରନେଟ ସେବା ଆରମ୍ଭ ହୋଇଛି କଟକ ସହରରେ। କଟକରେ ଲାଗି ରହିଥିବା ଉତ୍ତେଜନା ପାଇଁ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଥିଲା। କର୍ଫ୍ୟୁ ଆଜି ଦିନ ୧୦ଟାରୁ ହଟି ସାରିଥିବା ବେଳେ ଆଜି…