ସରଣ୍ଡାରେ ପୁଣି ମାଓ ହିଂସା, ଯୁବକଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ
ବିଶ୍ରା: ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ଜିଲ୍ଲା ସରଣ୍ଡା ଜଙ୍ଗଲରେ ପୁଣି ଥରେ ମାଓହିଂସା ଦେଖିବାକୁ ମିଳିଛି । ଗୋଇଲକେରାଠାରେ ମାଓବାଦୀମାନେ ଜଣେ ଯୁବକଙ୍କୁ ନିର୍ମମ ଭାବେ ପିଟିପିଟି ହତ୍ୟା କରିଛନ୍ତି । ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଭୟ ଓ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି । ମୃତକ ଜଣକ…