ଯଶସ୍ୱୀଙ୍କ ଶତକ : ଭାରତ ୩୨୨ ରନରେ ଅଗ୍ରଣୀ
ରାଜକୋଟ: ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୩୨୨ ରନର ଅଗ୍ରଣୀ ହାସଲ କରି ଭଲ ସ୍ଥିତିରେ ରହିଛି । ଷ୍ଟମ୍ପସ ଅପସାରଣ ବେଳକୁ ଟିମ ଇଣ୍ଡିଆ ଦ୍ୱିତୀୟ ଇନିଂସରେ ୨ ୱିକେଟ ହରାଇ ୧୯୬ ରନ ସଂଗ୍ରହ କରିଛି । ଯଶସ୍ୱୀ ଜୈସୱାଲ ୧୦୪ ରନ କରି ରିଟାୟରହର୍ଟ…