୮୮ ବର୍ଷରେ ପାଦ ଥାପିଲା ଓଡ଼ିଆ ସିନେମା ସୀତାବିବାହ
ଭୁବନେଶ୍ବର: ୮୮ ବର୍ଷରେ ପାଦ ଥାପିଲା ଓଡ଼ିଆ ସିନେମା ସୀତାବିବାହ । ଏହି ସିନେମାରୁ ଆରମ୍ଭ ହୋଇଥିଲା ଓଡ଼ିଆ ସିନେମାର ସ୍ୱର୍ଣ୍ଣିମ ଇତିହାସ । ଓଡ଼ିଶା ସମ୍ରଗ ଭାରତ ବର୍ଷରେ ସର୍ବପୁରାତନ ସିନେମା ଜଗତ । ମାତ୍ର ଆଉ ୧୧ ବର୍ଷ ପରେ ଶତବାର୍ଷିକ ଉତ୍ସବ । ଓଡ଼ିଆ ସିନେମାର ଇତିହାସ ବେଶ୍…