ତାତିରେ ସନ୍ତୁଳି ହେଉଛନ୍ତି ଓଡିଶାବାସୀ, ଦିନ ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରୀ ଟପିଲା ତାପମାତ୍ରା
ଭୁବନେଶ୍ଵର: ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ। ରାଜ୍ୟରେ ଜାରି ରହିଛି ଅସମ୍ଭାଳ ତାତି । ଅଗ୍ନିବର୍ଷୀ ଖରାରେ ସମଗ୍ର ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ସକାଳ ୮ଟାରୁ ଆରମ୍ଭ ହୋଇଯାଉଛି ଖରାର କର୍ଫ୍ୟୁ। ଦିନ ୧୧ରୁ ତାପମାତ୍ରା ୪୦ ଡିଗ୍ରୀ ଡେଉଁଛି। ତେବେ ଆଜି ୪୩ ଡିଗ୍ରୀ ତାପମାତ୍ରା ସହ…