କଟକ ଘଟଣାରୁ ସମ୍ବଲପୁରରେ ହାଇଆଲର୍ଟ: ସମ୍ବେଦନଶୀଳ ଅଞ୍ଚଳରେ ୨୪ ଘଣ୍ଟିଆ ପହରା
ସମ୍ବଲପୁର: କଟକ ଅଶାନ୍ତି ପରେ ସମ୍ବଲପୁରରେ ହାଇଆଲର୍ଟ। ସହରର ପ୍ରବେଶ ପଥକୁ ନାକାବନ୍ଦୀ କରାଯାଇଛି। ଯାଞ୍ଚକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଜଣା ତଥା ସନ୍ଦେହଜନକ ବ୍ୟକ୍ତିଙ୍କ ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ବସଷ୍ଟାଣ୍ଡ, ରେଳ ଷ୍ଟେସନ ଏବଂ ଟୋଲ୍ଗେଟ୍ରେ ପାଟ୍ରୋଲିଂ ଟିମ୍କୁ…