Latest Odisha News

BREAKING NEWS

ଇଣ୍ଡିଆ ମେଣ୍ଟରୁ ଅଲଗା ହେବାକୁ ଘୋଷଣା କଲେ ପିଡିପି ମୁଖ୍ୟ

ଶ୍ରୀନଗର: ଇଣ୍ଡିଆ ମେଣ୍ଟରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛି ମେହବୁବା ମୁଫତିଙ୍କ ଦଳ ପିଡିପି । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ମେହବୁବା ମୁଫତି ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, 'ବିଜେପିକୁ ପରାସ୍ତ କରିବାକୁ ସେ ଏକାଠି ନିର୍ବାଚନ ଲଢିବାକୁ ଚାହାନ୍ତି, କିନ୍ତୁ ଜାତୀୟ ସମ୍ମିଳନୀର…

‘ଗାନ୍ଧୀ ପରିବାର ନିର୍ବାଚନ ଲଢିଲେ ତାଙ୍କ ପାଇଁ ଅନନ୍ତନାଗ ଆସନ ଛାଡିଦେବି’

ଶ୍ରୀନଗର: ନ୍ୟାସନାଲ କନଫରେନ୍ସ ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା ଲଦାଖ ଆସନରେ କଂଗ୍ରେସ ସହ ଏକ ଚୁକ୍ତି କରିଛନ୍ତି ବୋଲି ଦାବି କରିଛନ୍ତି । ସେ କହିଛନ୍ତି ଯେ, ଯଦି ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ କିମ୍ବା ପ୍ରିୟଙ୍କା ଗାନ୍ଧୀ ଅନନ୍ତନାଗରୁ ନିର୍ବାଚନ ଲଢନ୍ତି, ତେବେ ସେ ସେମାନଙ୍କ ପାଇଁ ଏହି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନୋବେଲ ଶାନ୍ତି ପୁରସ୍କାର ଦେବାକୁ ହିନ୍ଦୁ ସେନା ପକ୍ଷରୁ ଦାବି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୋବେଲ ଶାନ୍ତି ପୁରସ୍କାର ଦେବାକୁ ହିନ୍ଦୁ ସେନା ଦାବି କରିଛି। ହିନ୍ଦୁ ସେନାର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ବିଷ୍ଣୁ ଗୁପ୍ତା ନୋବେଲ ଫାଉଣ୍ଡେସନକୁ ଏକ ଚିଠି ପଠାଇଛନ୍ତି। ଏହି ଚିଠିକୁ ସରକାରୀ ଇମେଲ ଆଇଡି ଏବଂ ଫାଉଣ୍ଡେସନର ଠିକଣାକୁ…

ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ବାଲେଶ୍ବର: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ବାଲେଶ୍ୱର ଜିଲ୍ଲା ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା। ଆଜି ଅପରାହ୍ନ ୪ଟା ବେଳେ ବାଲେଶ୍ୱର ସହର ଉପକଣ୍ଠ ସରସ୍ୱତୀପୁରସ୍ଥିତ ହେରିଟେଜ କଲ୍ୟାଣମଣ୍ଡପରେ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ସୁଦର୍ଶନ ଜେନା।…

ଶିବ ଦର୍ଶନ ହେଲା ଶେଷ ଦର୍ଶନ, ପାହାଡରୁ ଖସି ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ରାୟଗଡା: ଦେବଦେବ ମହାଦେବ ଶିବ ଶଙ୍କରଙ୍କ ମହାଜାଗର ଉପଲକ୍ଷେ ଚଳଚଞ୍ଚଳ ରାୟଗଡା ଜିଲ୍ଲାର ବିଭିନ୍ନ ଶୈବ ପୀଠ । ଶ୍ରଦ୍ଧା, ଭକ୍ତି ଓ ବିଶ୍ବାସ ରେ ଜିଲ୍ଲା ବ୍ୟାପି ଶିବମନ୍ଦିର ମାନଙ୍କରେ ଭକ୍ତ ଙ୍କ ପ୍ରବଳ ସମାଗମ ହେଉଛି । ତେବେ ଏହାଭିତରେ ଏକ ଅଘଟଣ ଘଟିଛି । କଲ୍ୟାଣସିଂହପୁର ବ୍ଲକ…

ଅଫିମ ଚାଲାଣ ବେଳେ ଦୁଇ ଗିରଫ, ୧୦ କେଜି ୫୦୮ ଗ୍ରାମ୍ ଅଫିମ ଜବତ

ଭୁବନେଶ୍ବର: ବେଆଇନ ଅଫିମ ଚାଲାଣ ବେଳେ କାବୁ କଲା ଏସଟିଏଫ । ରାଉରକେଲା ପାନପୋଷରେ ୧୦ କେଜି ୫୦୮ ଗ୍ରାମ୍ ଅଫିମ ଜବତ କରିବା ସହିତ ଦୁଇ ଜଣ ଆନ୍ତଃରାଜ୍ୟ ନିଶା ମାଫିଆଙ୍କୁ ଗିରଫ କରିଛି ଏସଟିଏଫ୍ । ଗିରଫ ଅଭଯୁକ୍ତ ହେଲେ ଝାଡଖଣ୍ଡର ବିଟୁ ସିଂହ ମୁଣ୍ଡା (୪୬) ଓ ରୋହିତ ମୁଣ୍ଡା (୪୯) ।…

୩ ଦିନ ପରେ ରାଜ୍ୟରେ ବଢ଼ିବ ତାତି!

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଗୁରୁଚାପ ବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ। ଯେଉଁଥିପାଇଁ ରାଜ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ମଧ୍ୟ ଦିନ ଓ ରାତିର ତାପମାତ୍ରାରେ ବିଶେଷ…

‘ବିଜୁ ଜନତା ଦଳ ଏକ ରାଜନୈତିକ ଦଳ ନୁହେଁ, ଏହା ଏକ ସାମାଜିକ ଆନ୍ଦୋଳନ’

ଭୁବନେଶ୍ବର: ନୂଆ ଓଡ଼ିଶା ଗଠନ ହେବା ନେଇ 5-T ତଥା ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ କହିଛନ୍ତି ଯେ, ମହିଳା ମାନଙ୍କ ଆର୍ଥିକ, ସାମାଜିକ ଓ ରାଜନୈତିକ ସଶକ୍ତିକରଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ଜନତା ଦଳ ଏକ ରାଜନୈତିକ ଦଳ ନୁହେଁ, ଏହା ଏକ ସାମାଜିକ ଆନ୍ଦୋଳନ ।…

ଚାରି ଦିନିଆ ଓଡ଼ିଶା ଗସ୍ତରେ ଜଷ୍ଟିସ ଅରିଜିତ ପଶାୟତ: ରତ୍ନଭଣ୍ଡାର ଓ କଳାଧନ ନେଇ କରିବେ ସମୀକ୍ଷୀ

ଭୁବନେଶ୍ବର: ଆଜି ଠାରୁ ଚାରିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜଷ୍ଟିସ ଅରିଜିତ ପଶାୟତ। ସନ୍ଧ୍ୟାରେ ସେ ଭୁବନେଶ୍ବରରେ ପହଞ୍ଚିବେ। ଏହାପରେ ୮ ତାରିଖ ସକାଳୁ ପୁରୀ ଗସ୍ତରେ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବେ। ଏହା ସହ ଦିନ ୨ ଟା ବେଳେ ରତ୍ନଭଣ୍ଡାର ତଦାରଖ କମିଟିର ବୈଠକରେ ଅଧ୍ୟକ୍ଷତା କରିବେ।…

ବିଶ୍ବର ଟପ୍ ୩୮ କଫି ତାଲିକାରେ ଦ୍ୱିତୀୟ ସ୍ଥାନରେ ଭାରତର ଫିଲ୍ଟର କଫି

ନୂଆଦିଲ୍ଲୀ: କଫି ଏକ ସୁଗନ୍ଧିତ ପାନୀୟ ଯାହା ଏହାର ସୁସ୍ବାଦୁ ତିକ୍ତ ସ୍ୱାଦ ପାଇଁ ବେଶ ପରିଚିତ । ସମଗ୍ର ବିଶ୍ବରେ ଏମିତି ଅନେକ କଫି ପ୍ରେମୀ ରହିଛନ୍ତି, ଯେଉଁମାନଙ୍କ ଦିନର ଆରମ୍ଭ କଫିରୁ ହିଁ ହୋଇଥାଏ । ସକାଳୁ ସକାଳୁ ହେଉ କିମ୍ବା ସନ୍ଧ୍ୟା ସମୟରେ କଫି କପେ ପଡେଗଲେ ସବୁ କଛି ଠିକ୍ ଚାଲିବ…