ଆଭାସୀ ମାଧ୍ୟମରେ ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଆଭାସୀ ମାଧ୍ୟମରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକଫର ଏନ୍. ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଭାସୀ…