କାହାକୁ ନେତା ବାଛିବ ନୂଆପଡା ?
ଭୁବନେଶ୍ବର: ନୂଆପଡା ଦେଖିବ ବଡ ଲଢେଇ । ବସନ୍ତଙ୍କ ବିଦାୟ, ଶରତଙ୍କ ଏଣ୍ଟ୍ରି । ଭେଟେରାନ୍ ବନାମ ଯୁବ ଚେହେରା। ପିସିସି ସଭାପତି ଶରତ ପଟ୍ଟନାୟକ କଂଗ୍ରେସକୁ ଦେବେ କି ବିଜୟ ଉପହାର ? ବସନ୍ତ ପଣ୍ଡାଙ୍କ ଗଡ ଦଖଲ କରିବେ କି ପୁଅ ଅଭିନନ୍ଦନ ? ବିଜେଡିର ଭେଟେରାନ ରାଜେନ୍ଦ୍ର ଢୋଲକିଆ ପୁଣି କରିବେ…