ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
ବ୍ରିସବେନ: ଏଠାରେ ଚାଲିଥିବା ଆଶେସ ସିରିଜର ଦ୍ୱିତୀୟ ଟେଷ୍ଟରେ ଉଭୟ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ କଡା ସଂଘର୍ଷ ଦେଖିବାକୁ ମିଳିଛି । ଗୋଲାପୀ ବଲରେ ଖେଳାଯାଉଥିବା ଏହି ଦିବାରାତ୍ର ଟେଷ୍ଟର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ୬ ୱିକେଟ ବିନିମୟରେ ୩୭୮ ରନ ସଂଗ୍ରହ କରିଛି ।…