ସାମ୍ବାଦିକ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଆକ୍ରମଣ ଘଟଣାରେ ୨ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର: ସାମ୍ବାଦିକ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଆକ୍ରମଣ ଘଟଣା । ୨ ଅଭିଯୁକ୍ତଙ୍କୁ ଗିରଫ କଲା ମଞ୍ଚେଶ୍ୱର ଥାନା ପୋଲିସ । ଧୀରକୁଟ ବସ୍ତି ନିକଟରେ ସାମ୍ବାଦିକଙ୍କୁ ଆକ୍ରମଣ କରିଥିଲେ ୪ ଦୁର୍ବୃତ୍ତ । ଆଉ ଦୁଇ ଜଣଙ୍କୁ ଧରିବାକୁ ଜାରି ରହିଛି ତଦନ୍ତ ପ୍ରକ୍ରିୟା ।
ଖବର ମୁତାବକ,…