ଆଜି ପଙ୍କୋଦ୍ଧାର ଏକାଦଶୀ; ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଲୋକନାଥ
ପୁରୀ: ଆଜି ହେଉଛି ଫାଲଗୁନ ମାସ କୃଷ୍ଣପକ୍ଷ ଦଶମୀ ତିଥି । ଆଜି ପୁରୀ ରେ ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ପାଳିତ ହେଉଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଭାବେ ପରିଚିତ ଶ୍ରୀଲୋକନାଥ ଦେବଙ୍କ ପୀଠରେ ଆଜିର ଦିନର ବିଶେଷ ମହତ୍ତ୍ବ ରହିଛି । ବିଳମ୍ବିତ ରାତି ୨ ଟାରେ…