Latest Odisha News

BREAKING NEWS

ଇଡିରେ ହାଜର ହେଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

ଭୁବନେଶ୍ଵର: ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ । ବରପଦା ଇଞ୍ଜିନିୟରିଂ କଲେଜ ଜମି କେଳେଙ୍କାରୀ ମାମଲାରେ ଉଭୟ ବାପ-ପୁଅଙ୍କୁ ଇଡି ସମନ ପଠାଇଥିଲା । କିଛି ଦିନ ତଳେ ବିଧାୟକ ପ୍ରଫୁଲ୍ଲ ସାମଲ ଇଡିରେ ହାଜର ହୋଇଥିଲେ । ଦୀର୍ଘ ୮ଘଣ୍ଟା ଧରି ବିଧାୟକ…

ଅନୁଷ୍ଠିତ ହୋଇଛି ଓଡବ୍ଲ୍ୟୁଏମ୍ ର ପ୍ରଥମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ଓଡିଶା ୱମେନ ଇନ୍ ମିଡିଆ (ଓଡବ୍ଲ୍ୟୁଏମ୍‌)ର ପ୍ରଥମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଓଡିଶା ୱମେନ୍ ଇନ୍ ମିଡିଆ ହେଉଛି ସାମ୍ବାଦିକତା ଓ ଯୋଗାଯୋଗ କ୍ଷେତ୍ରରେ କାର୍ଯ୍ୟରତ ମହିଳା କର୍ମଚାରୀମାନଙ୍କର ଏକ ସମୂହ । ଏହି ସମାରୋହରେ ଭୁବନେଶ୍ୱର ମେୟର ଶ୍ରୀମତି…

ଅଭିନେତ୍ରୀ ବୈଜୟନ୍ତୀମାଲାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ, ପୋଷ୍ଟ ସେୟାର କରି ଖୁସି ବ୍ୟକ୍ତ କଲେ

ଚେନ୍ନାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଚେନ୍ନାଇରେ ପଦ୍ମଭୂଷଣ ପୁରସ୍କାର ପ୍ରାପ୍ତ ତଥା ପ୍ରସିଦ୍ଧ ଅଭିନେତ୍ରୀ ବୈଜୟନ୍ତୀମାଲାଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସହ ସାକ୍ଷାତକାର ସମୟର କିଛି ଫୋଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଏବଂ ଅଭିନେତ୍ରୀଙ୍କୁ ମଧ୍ୟ…

ସର୍ବଶ୍ରେଷ୍ଠ ଧନୀ ବ୍ୟକ୍ତି ତାଲିକାରୁ ବାଦ୍ ପଡ଼ିଲେ ଏଲନ୍ ମସ୍କ

ନୂଆଦିଲ୍ଲୀ: ଏଲନ୍ ମସ୍କ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତାଲିକାରୁ ବାଦ୍ ପଡ଼ିଛନ୍ତି । ତାଙ୍କ ସ୍ଥାନରେ ଜେଫ୍ ବେଜୋସ୍ ଏବେ ବିଶ୍ୱର ସର୍ବଶ୍ରେଷ୍ଠ ଧନୀ ବ୍ୟକ୍ତି ହୋଇଛନ୍ତି । ବ୍ଲୁମବର୍ଗ ଅନୂସାରେ, ଏକ୍ସ ଓ ଟେସଲା ପରି ବିଶାଳ କମ୍ପାନୀର ମାଲିକ ଏଲନ୍ ମସ୍କ ବିଶ୍ୱର ସବୁଠାରୁ ଧନୀ…

କବିତା : କ୍ରାନ୍ତିର କଲମ

ପ୍ରିୟମ୍ବଦା ସାମଲ କ୍ରାନ୍ତିର କଲମ ଅଟେ ସେ ବଲମ ଲକ୍ଷ୍ୟ ତାର ଅଭେଦ୍ୟ ଜାଗୃତିର ପଥେ ରଚେ ନବ ରାସ୍ତା କିଛି ନୁହେଁ ତ ଦୁର୍ବୋଧ୍ୟ। ବିଦ୍ରୋହର ସ୍ୱର ଶାଣିତ ମୁନରେ ଅନର୍ଗଳ ନିର୍ଝରିତ ସୃଜନ ତାହାର ଅର୍ଜୁନର ଶର କେବେ ନୁହେଁ ପରାହତ। ଶୋଷଣ ପେଷଣ କଷଣ ଧର୍ଷଣ ହୃଦୟ ଥରାଇ ବସେ…

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ ତମ ଜନ୍ମ ଜୟନ୍ତୀ । ୧୯୧୬ ମସିହା ମାର୍ଚ୍ଚ ୫ ତାରିଖ ଅର୍ଥାତ୍ ଆଜିର ଦିନରେ କଟକରେ ଜନ୍ମ ଗ୍ରହଣ କରିଥିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ । ଏହି ଅବସରରେ ପଞ୍ଚାୟତିରାଜ ଦିବସ ପାଳିତ ହେଉଛି…

ଭାଷା ଭାଗବତ : ମୃତାରାଧନା

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ କଥିତ ଚର୍ଚା କୋଳାହଳ ଲିଖିତ ବ୍ୟାଖ୍ୟା ଦିଏ ବଳ ଲେଖକ ସହିତ ପାଠକ ପାଆଂତି ଦୀପ୍ତ ଜ୍ଞାନାଲୋକ ଅନେକ ଲୋକ ହେଲେ ରୁଂଡ କରଂତି ଯେତେ ପାଟିତୁଂଡ ତା'ର ସାମାନ୍ୟ ପରିଣତି ପାଆଂତିନାହିଁ କେଉଁ ବ୍ୟକ୍ତି କେବଳ ଅଭ୍ୟାସଚାଳିତ ହୋଇ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସର୍ବ ପୁରାତନ ସ୍ଥାନ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଙ୍କ ଲୀଳା କ୍ଷେତ୍ର ଶ୍ରୀକ୍ଷେତ୍ର ବା ପୁରୁଷୋତ୍ତମ କ୍ଷେତ୍ର ତଥା ଶଙ୍ଖକ୍ଷେତ୍ର ମଧ୍ୟରେ ସର୍ବ ପୁରାତନ ସ୍ଥାନ ହିସାବରେ ଯେଉଁ କେତୋଟି ସ୍ଥାନ କଥା ମନକୁ ଆସେ, ତା…

କେଉଁ ରୋଗରେ ଅର୍ଜୁନ ଗଛର ଚୋପା ବ୍ୟବହାର କରାଯାଏ? କିପରି କରିବେ ଏହାର ସେବନ ଜାଣନ୍ତୁ…

ନୂଆଦିଲ୍ଲୀ: ଆୟୁର୍ବେଦରେ ଅର୍ଜୁନ ଗଛ ଚୋପା ବା ଛାଲର ବିଶେଷ ମହତ୍ବ ରହିଛି । ଏହି ଗଛର ଚୋପା ପୋଷକ ତତ୍ତ୍ବ ଏବଂ ଫାଇଟୋକେମିକାଲ୍ସରେ ଭରପୂର ଅଟେ । ଏହାକୁ ଅନେକ ହର୍ବାଲ ଉପଚାରରେ ଏକ ଅତ୍ୟାବଶ୍ୟକ ଉପାଦାନ କରିଥାଏ । ଅର୍ଜୁନ ଛାଲରେ ଫ୍ଲୋଭୋନୋଏଡ୍, ଟୈନିନ୍, ଟ୍ରାଇଟରପେନୋଇଡସ୍ ଏବଂ…

ନିର୍ବାଚନ ଆସିବ ଯିବ, ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର ରହିବ: ମମତା ବାନାର୍ଜୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ତୃଣମୂଳ କଂଗ୍ରେସ ସରକାରକୁ ନେଇ ବଡ଼ ବୟାନ ଦେଇଛନ୍ତି । ଟିଏମସିର କିଛି ନେତା ଦଳ ଛାଡ଼ିବା ନେଇ ମମତା ବାନାର୍ଜୀ କହିଛନ୍ତି ଯେ ନିର୍ବାଚନ ଆସିବ ଓ ଯିବ । ହେଲେ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ତାର ଦବଦବା ଜାରି ରଖିବ ।…