Latest Odisha News

BREAKING NEWS

ମାଉଥ ଫ୍ରେସନର ଚୋବାଇବା ପରେ ୫ ଜଣ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଗୁରୁଗ୍ରାମର ଏକ ରେଷ୍ଟୁରାଣ୍ଟରେ ମାଉଥ ଫ୍ରେସନର ଚୋବାଇବା ପରେ ୫ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅମିତ କୁମାର ନାମକ ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ସାଙ୍ଗମାନଙ୍କ ସହ ଗୁରୁଗ୍ରାମର ସେକ୍ଟର ୯୦ସ୍ଥିତ ଲା ଫରେଷ୍ଟଟା କାଫେକୁ ଯାଇଥିଲେ। ପୁଲିସ କହିଛି ଯେ ଖାଇବା ପରେ…

ସୁପ୍ରିମକୋର୍ଟଙ୍କୁ ଏସବିଆଇର ଅନୁରୋଧ: ଇଲେକ୍ଟୋରାଲ ବଣ୍ଡ ତଥ୍ୟ ଦେବାକୁ ଅଧିକ ସମୟସୀମା ଆବଶ୍ୟକ

ନୂଆଦିଲ୍ଲୀ: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ସୋମବାର ସୁପ୍ରିମକୋର୍ଟଙ୍କୁ ଇଲେକ୍ଟୋରାଲ୍ ବଣ୍ଡ୍ ସମ୍ପର୍କିତ ସୂଚନା ପ୍ରଦାନ କରିବାର ସମୟସୀମା ଜୁନ୍ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଅନୁରୋଧ କରିଛି। ସର୍ବୋଚ୍ଚ ନ୍ୟାୟାଳୟ ଏକ ଐତିହାସିକ ରାୟରେ ଇଲେକ୍ଟୋରାଲ ବଣ୍ଡ ସ୍କିମ୍କୁ ରଦ୍ଦ…

ଧୋନୀ ଏମିତି କଣ ଲେଖିଲେ ଯେ, ପ୍ରଶଂସକଙ୍କ ମୁଣ୍ଡରେ ପଶୁନି

ନୂଆଦିଲ୍ଲୀ: ଆଇପିଏଲ ୨୦୨୪ ଆଉ ହାତ ଗଣତି ଦିନ ପରେ ଆରମ୍ଭ ହୋଇଯିବ । ଏହା ପୂର୍ବରୁ ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଏକ ପୋଷ୍ଟ ଏବେ ଭାଇରାଲ ହେବାରେ ଲାଗିଛି । ଧୋନୀ ସୋସିଆଲ ମିଡିଆରେ ଲେଖିଛନ୍ତି ନୂଆ ସଂସ୍କରଣ ନୂତନ ଦାୟିତ୍ୱ । ଯାହାକୁ ନେଇ ପ୍ରଶଂସକମାନେ…

ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରି ପାଇଁ ସୁରକ୍ଷା ନେଇ ସମୀକ୍ଷା, ରାତି ୧୦ଟାରେ ଉଠିବ ମହାଦୀପ

ଭୁବନେଶ୍ୱର: ମହାଶିବରାତ୍ରିକୁ ନେଇ ଏବେଠୁ ଚଳଚଞ୍ଚଳ ଗାଁ ଠୁ ନଗର। ଚଳିତ ବର୍ଷ ଆସନ୍ତା ୮ ତାରିଖରେ ଜାଗର। ଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରି ପାଇଁ ପ୍ରସ୍ତୁତି ସୁରକ୍ଷା ନେଇ ସମୀକ୍ଷା ହୋଇଛି। ପୋଲିସ କମିଶନର, ଡିସିପି ଓ ମନ୍ଦିର ପ୍ରଶାସକଙ୍କୁ ନେଇ ବୈଠକ ହୋଇଛି। ଶ୍ରଦ୍ଧାଳୁଙ୍କ…

ଟି୨୦ ବିଶ୍ୱକପ କ୍ରିକେଟ: ଭାରତ-ପାକିସ୍ତାନ ମ୍ୟାଚର ଟିକେଟ ମୂଲ୍ୟ ଛୁଇଁଲା ୨ କୋଟି !

ନୂଆଦିଲ୍ଲୀ: ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ ଦେଖିବା ପାଇଁ ସର୍ବଦା କ୍ରିକେଟପ୍ରେମୀଙ୍କ ମନରେ ଏକ ଅଲଗା ପ୍ରକାରର ଉତ୍ସାହ ଦେଖିବାକୁ ମିଳିଥାଏ । ଉଭୟ ଟିମ ମଧ୍ୟରେ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳା ଯାଉ ନ ଥିବାରୁ ସେମାନେ ଆଇସିସି ମୁକାବିଲାରେ କେବଳ ମ୍ୟାଚ ଖେଳୁଛନ୍ତି । ରିପୋର୍ଟ…

 ୧୫ ଜୁନ୍ ଭିତରେ ଦଳୀୟ ଅଫିସ ଖାଲି କର

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଦଳୀୟ ଅଫିସ ଖାଲି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।  ଜୁନ୍ ୧୫ ସୁଦ୍ଧା ଖାଲି କରିବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି । ରାଉଜ ଆଭିନ୍ୟୁ ଠାରେ ଆପର ଏହି ଅଫିସ ରହିଛି । ଆପର ତିଆରି ହୋଇଥିବା ପ୍ଲଟଟି ଦିଲ୍ଲୀ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଝି ରାସ୍ତାରେ ମରଣାନ୍ତକ ଆକ୍ରମଣ, ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଝି ରାସ୍ତାରେ ମରଣାନ୍ତକ ଆକ୍ରମଣ। ଏପରି ଘଟଣା ଘଟିଛି ଜାଗମରା ନୂଆ ରାସ୍ତାରେ। ସୂଚନା ଅନୁସାରେ ବିଶ୍ୱବିଜୟ ସିଂହ ଏବଂ ତାଙ୍କର ବନ୍ଧୁମାନେ ମିଶି ଆଇଟିଆର ଫୁଡ଼ କୋର୍ଟରୁ ଘରକୁ ଫେରୁଥିବା ବେଳେ କିଛି ଯୁବକ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ।…

ଏସଟିଏଫ କବଜାରେ ବାଘ ଛାଲ ବେପାରୀ

ଫୁଲବାଣୀ: ଏସଟିଏଫକୁ ବଡ଼ ସଫଳତା । କନ୍ଧମାଳର ଫିରଙ୍ଗିଆ ଥାନା ମଣିପଦର ଗାଁରୁ ଚିତା ବାଘ ଛାଲ ଜବତ କରିଛି ଏସଟିଏଫ । ଘଟଣାରେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅଭିଯୁକ୍ତ ହେଲା କନ୍ଧମାଳ କୁରକନପଲ୍ଲୀର ବିଲରାସେନ କହଁର । ରେଡ୍ ବେଳେ ନଗଦ ୫ ହଜାର ୫ଶହ ଟଙ୍କା ସହ ମାରଣାସ୍ତ୍ର ଜବତ କରିଛି…

ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଆଇଆଇଟି ମଧ୍ୟରେ ବୁଝାମଣା, ଦୃଷ୍ଟିବାଧିତଙ୍କ ଶିକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର: ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ପାଇଁ ଗୁଣାତ୍ମକ ଓ ଅନ୍ତର୍ଭୁକ୍ତି ଶିକ୍ଷାକୁ ବ୍ୟାପକ କରିବା ଉଦ୍ଦେଶ୍ୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଆଇଆଇଟି-ଭୁବନେଶ୍ୱର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ବିଭାଗୀୟ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା…

ଅଭୟାରଣ୍ୟକୁ ପ୍ଲାଷ୍ଟିକ ମନା, ଏପ୍ରିଲ ପହିଲା କଟକଣା ଲାଗୁ

ଭୁବନେଶ୍ବର:- ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଂଚଳକୁ ପ୍ଲାଷ୍ଟିକ ଜିନିଷ ନେବା ଉପରେ ରୋକ ଲଗାଇଛନ୍ତି ସରକାର । ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଉପରେ ଆଜି ଏହି କଟକଣା ଜାରି କରିଛନ୍ତି । ଏନେଇ ବନ୍ୟପ୍ରାଣୀ ପିସିସିଏଫଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏପ୍ରିଲ…