ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟର ଘାଇ; ଘରେ ପଶିଲା ପାଣି, ଶହଶହ ହେକ୍ଟର ଚାଷ ଜମି ଜଳମଗ୍ନ
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କଳମପୁର ବ୍ଲକରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ସୃଷ୍ଟି ହୋଇଛି ୨୦ ଫୁଟର ଘାଇ । ଘାଇ ଯୋଗୁ ଗାଁ ଭିତରେ କେନାଲ ପାଣି ପଶିଯିବା ସହ ଆଖପାଖ ଅଞ୍ଚଳ ମଧ୍ୟ ଜଳମଗ୍ନ ହୋଇଯାଇଛି । ଫଳରେ ଶହ ଶହ ହେକ୍ଟର ଚାଷ ଜମି ମଧ୍ୟ ଜଳମଗ୍ନ ହୋଇଛି ।
ଖବର ଅନୁଯାୟୀ, ରବିବାର…