ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ପହଞ୍ଚିଲା ୨୬ଟି ରଥ ଦଉଡ଼ି
ପୁରୀ: ଜୁଲାଇ ୭ ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଏନେଇ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଲା ରଥ ଦଉଡି । ସମୁଦାୟ ୨୬ଟି ଦଉଡି ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି । ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ ଏକ ମାସ ଧରି ୧୪ ଜଣ କାରିଗର ଏହି ରଥ ଦଉଡି…