ରାଜନୀତିରୁ ସନ୍ୟାସ ନେଲେ ହର୍ଷବର୍ଦ୍ଧନ
ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଦିଲ୍ଲୀର ଚାନ୍ଦିନୀ ଚୌକର ବର୍ତ୍ତମାନ ସାଂସଦ ଡକ୍ଟର ହର୍ଷବର୍ଦ୍ଧନ ସକ୍ରିୟ ରାଜନୀତିରୁ ସନ୍ୟାସ ନେବା ପାଇଁ ଘୋଷଣା କରିଛନ୍ତି । ଏନେଇ ସେ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି ।
ସୂଚନାଅନୁସାରେ, ୨୦୨୪ ଲୋକସଭା ନିର୍ବାଚନ ପାଇଁ…