ମହିଳାମାନଙ୍କୁ ଉଦ୍ୟୋଗୀରେ ରୂପାନ୍ତରିତ କରୁଛି ହିଣ୍ଡାଲ୍କୋର ‘ପ୍ରୋଜେକ୍ଟ ଶକ୍ତି’
ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍ କମ୍ପାନୀ ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ମହାଶକ୍ତି ଫାଉଣ୍ଡେସନକୁ ଏହାର ଅଗ୍ରଣୀ ମହିଳା ସଶକ୍ତିକରଣ ଏବଂ ଜୀବିକା ପ୍ରୟାସ ‘ପ୍ରୋଜେକ୍ଟ ଶକ୍ତି’ ଜରିଆରେ ସମର୍ଥନ ଯୋଗାଇଦେଇ ସମ୍ବଲପୁରର ହୀରାକୁଦ ପୌରପାଳିକାରେ ମହିଳାମାନଙ୍କୁ ଉଦ୍ୟୋଗୀ, କାରିଗର…