ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ଭଉଣୀ ଗିରଫ
ଲାହୋର: ପାକିସ୍ତାନ ତେହେରିକ୍-ଏ-ଇନସାଫ୍ (ପିଟିଆଇ) ଦ୍ୱାରା ସେପ୍ଟେମ୍ବର ୨୭ ତାରିଖରେ ହେବାକୁ ଥିବା ଦେଶବ୍ୟାପୀ ପ୍ରତିବାଦ ଶୋଭାଯାତ୍ରା ପୂର୍ବରୁ ଲାହୋର ପୋଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୋଲିସ ରବିବାର ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କ…