୬୬ତମ ଗ୍ରେମୀ ଆୱାର୍ଡ: ଫ୍ୟୁଜନ ବ୍ୟାଣ୍ଡ୍ ‘ଶକ୍ତି’କୁ ମିଳିଲା ପୁରସ୍କାର
ନୂଆଦିଲ୍ଲୀ: ବିଶ୍ୱର ସର୍ବଶ୍ରେଷ୍ଠ ଗ୍ଲୋବାଲ୍ ମ୍ୟୁଜିକ୍ ପ୍ରଦର୍ଶନୀ 'ଗ୍ରେମୀ'ରେ ଭାରତକୁ ମିଳିଛି ଆୱାର୍ଡ । ୬୬ତମ ଗ୍ରେମୀ ଆୱାର୍ଡରେ ଶଙ୍କର ମହାଦେବନ୍ ଏବଂ ଜାକିର ହୁସେନଙ୍କ ଫ୍ୟୁଜନ ବ୍ୟାଣ୍ଡ୍ 'ଶକ୍ତି'କୁ ମିଳିଛି ପୁରସ୍କାର। ବେଷ୍ଟ ଗ୍ଲୋବାଲ୍ ମ୍ୟୁଜିକ୍ ଆଲବମ୍ ଆୱାର୍ଡାରେ ପୁରସ୍କୃତ…