ଓଡ଼ିଶା ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂକଳ୍ପବଦ୍ଧ: ଡ. ଲେଖାଶ୍ରୀ
ଭୁବନେଶ୍ୱର: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନକୁ ଆସିବା ପରେ ଓଡିଶାର ବିକାଶ ପାଇଁ ସଂକଳ୍ପବଦ୍ଧ ରହିଛନ୍ତି। ଓଡିଶାର ପ୍ରତ୍ୟେକ କ୍ଷେତ୍ର ଗମନାଗମନ, ପର୍ଯ୍ୟଟନ, ରେଳ, ନିଯୁକ୍ତି, ଓଡ଼ିଆଙ୍କୁ ଦେଶରେ ପ୍ରାଧାନ୍ୟ ଦେଇ ଆସିଛନ୍ତି। ଓଡିଶାର କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ…