ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ବିଷ୍ଣୁ ସ୍ୱରୂପ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ବିଷ୍ଣୁ ସ୍ୱରୂପତା ସର୍ବୋତ୍ତ ଭାବେ ଗ୍ରହଣୀୟ। ଶ୍ରୀମନ୍ଦିର ଚୂଡାରେ ଅଙ୍କିତ ରମାନନ୍ଦୀ ଚିତା ମଧ୍ୟ ସାର୍ବଜନିନ ଭାବେ ଏହାକୁ ବିଷ୍ଣୁ ଆରାଧିତ ମନ୍ଦିର ଭାବରେ ପରିଗଣିତ…