Latest Odisha News

BREAKING NEWS

ଆସିଲା ବାଘ ଗଣନା ରିପୋର୍ଟ, ରାଜ୍ୟରେ ୩୦ ମହାବଳ, ଶିମିଳିପାଳରେ ୨୭ ମଧ୍ୟରୁ ୧୩ କଳାବାଘ ଚିହ୍ନଟ

ଭୁବନେଶ୍ବର: ସାମ୍ନାକୁ ଆସିଲା ରାଜ୍ୟର ବାଘ ଗଣନା ରିପୋର୍ଟ । ଓଡିଶା ଜଙ୍ଗଲରେ ଅଛନ୍ତି ୩୦ ମହାବଳ ବାଘ । କେବଳ ଶିମିଳିପାଳରେ ୨୪ ମହାବଳ ବାଘ ଅଛନ୍ତି । ରାଜ୍ୟରେ ୩୦ ମହାବଳରୁ ୧୪ ଟି ବାଘୁଣୀ ରହିଛନ୍ତି । ସେହିପରି ୧ ବର୍ଷରୁ କମ ୮ ଟି ବାଘ ଛୁଆ ଶିମିଳିପାଳରେ ଅଛନ୍ତି । ସର୍ବଭାରତୀୟ…

ଖାଦ୍ୟପ୍ରେୟରେ କମ୍ ଖର୍ଚ୍ଚ କରନ୍ତି ଭାରତୀୟ

ନୂଆଦିଲ୍ଲୀ: ଭାରତୀୟ ଲୋକଙ୍କ ଘରୋଇ ଖର୍ଚ୍ଚକୁ ନେଇ ଏକ ସରକାରୀ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି । ଏହି ସର୍ଭେ ରିପୋର୍ଟରେ କୁହାଯାଇଛି ଯେ, ଗତ ୧୦ ବର୍ଷ ଭିତରେ ଭାରତୀୟଙ୍କ ଘରୋଇ ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଆସିଛି । ସେମାନଙ୍କ ଖର୍ଚ୍ଚ ଦୁଇ ଗୁଣ ବଢ଼ିଛି । ହେଲେ ଖାଦ୍ୟ ଓ ପାନୀୟରେ…

ରାଜ୍ୟର ବଡ଼ ଟନେଲ ନିର୍ମାଣ କରୁଛି ପୂର୍ବତଟ ରେଳବାଇ

ଭୁବନେଶ୍ୱର: ରାଜ୍ୟରେ ନିର୍ମାଣ ହେଉଛି ବଡ଼ ବଡ଼ ରେଳପଥ ଟନେଲ। ବୌଦ୍ଧରୁ ଦଶପଲ୍ଲା ମଧ୍ୟରେ ଏହି ଟନେଲ ଗୁଡ଼ିକ ନିର୍ମାଣ ହେଉଛି। ଆଡେଣିଗଡ଼ ଠାରେ ପୂର୍ବତଟ ରେଳବାଇ ସବୁଠାରୁ ଲମ୍ବା ଟନେଲ ପ୍ରସ୍ତୁତ କରୁଛି। ଏହାର ଲମ୍ବ ୪ କିଲୋମିଟର ରହିଥିବା ଜଣାପଡ଼ିଛି। ଏହିପରି ବୌଦ୍ଧରୁ ଦଶପଲ୍ଲା…

ପେଟିଏମର ଅଧ୍ୟକ୍ଷ ବିଜୟ ଶେଖର ଶର୍ମାଙ୍କ ଇସ୍ତଫା

ନୂଆଦିଲ୍ଲୀ: ପେଟିଏମର ପ୍ରତିଷ୍ଠାତା ବିଜୟ ଶେଖର ଶର୍ମା ଚେୟାରମ୍ୟାନ ପଦରୁ ଇସ୍ତଫା ଦେଇଛନ୍ତି। ମାର୍ଚ୍ଚ ୧୫ ଡେଡ ଲାଇନ ପୂର୍ବରୁ ତାଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଛି । ୨୦୨୪ ମାର୍ଚ୍ଚ ମାସ ୧୫ ତାରିଖ ପରେ ପେଟିଏମ ଆଉ କାମ କରିବ ନାହିଁ ବୋଲି ଆରବିଆଇ ପକ୍ଷରୁ ପୂର୍ବରୁ…

ଅଖିଳ ଭାରତ ଦଳିତ ଅଧିକାର ଆନ୍ଦୋଳନର ପ୍ରଥମ ରାଜ୍ଯ ସମ୍ମିଳନୀ

ଭୁବନେଶ୍ଵର: ଆଜି ଓଡିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଦଳିତ ବର୍ଗର ପ୍ରତିନିଧିମାନଙ୍କୁ ନେଇ ଅଖିଳ ଭାରତ ଦଳିତ ଅଧିକାର ଆନ୍ଦୋଳନର ପ୍ରଥମ ରାଜ୍ଯ ସମ୍ମିଳନୀ ଭୁବନେଶ୍ଵର ଭଗବତୀ ଭବନ ସମ୍ମିଳନୀ କକ୍ଷରେ ବିକେଏମୟୁ ରାଜ୍ଯ ସମ୍ପାଦକ ସୁର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି।…

ପ୍ରତିଯୋଗିତାମୂଳକ କ୍ରିକେଟକୁ ଫେରିଲେ ହାର୍ଦ୍ଦିକ

ମୁମ୍ବାଇ: ଦୀର୍ଘ ଦିନ ଧରି ଆଘାତ ସମସ୍ୟାରେ ପଡିବା ପରେ ଭାରତର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପ୍ରତିଯୋଗିତାମୂଳକ କ୍ରିକେଟକୁ ପ୍ରତ୍ୟାବର୍ତନ କରିଛନ୍ତି । ଡିୱାଇ ପାଟିଲ ଟି୨୦ କପରେ ଭାରତ କର୍ପୋରେଶନ ଲିମିଟେଡ ବିପକ୍ଷ ମ୍ୟାଚରେ ସେ ରିଲାଏନ୍ସ ୱାନ ପକ୍ଷରୁ ଖେଳିଥିଲେ । ୩ ଓଭର…

ଅନୁଗୋଳରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ଛେଣ୍ଡିପଦା: ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ କଙ୍କରେଇସ୍ଥିତ ଏମସିଏଲର ସୁଭଦ୍ରା ଅଞ୍ଚଳରେ ଆଜି ଶିଳାନ୍ୟାସ ହୋଇଥିବା କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ତାଳଚେରରେ ପାଠପଢାର ପରମ୍ପରାକୁ ଆଗକୁ ନେବାରେ ସାହାଯ୍ୟ କରିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା…

ସୁଜାତା କୁଜୁରଙ୍କ ସ୍ୱପ୍ନ ଭାରତୀୟ ମହିଳା ହକି ଟିମରେ ସୁଯୋଗ ପାଇବା

ଭୁବନେଶ୍ୱର: ଖେଲୋ ଇଣ୍ଡିଆ ୟୁନିଭରସିଟି ଗେମ୍ସରେ ପ୍ରଭାବୀ ପ୍ରଦର୍ଶନ କରି ଉଦୀୟମାନ ମହିଳା ହକି ଖେଳାଳି ସୁଜାତା କୁଜୁର ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି । ସୁଜାତାଙ୍କ ନେତୃତ୍ୱରେ ସମ୍ବଲପୁର ୟୁନିଭରସିଟି ଫାଇନାଲରେ ଆଇଟିଏମ ୟୁନିଭରସିଟିକୁ ହରାଇ ଚାମ୍ପିୟନ ହୋଇଛି । ୨୦ ବର୍ଷୀୟା…

ମାର୍ଚ୍ଚ ୫ ତାରିଖରେ +୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ଦିଆଯିବ ‘ମ୍ୟାଜିକ କାର୍ଡ’: ପାଣ୍ଡିଆନ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ୫ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ଜିଲ୍ଲା ଗସ୍ତ କରିଥିଲେ। ଏହି ଜିଲ୍ଲାଗୁଡ଼ିକରେ ନୂଆ-ଓ ସ୍କଲାରସିପ୍ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇ ୫୭ଟି କଲେଜର ଛାତ୍ରଛାତ୍ରୀଙ୍କ…

ଓ୍ବାଏନାଡ ନୁହଁ ଅନ୍ୟ ଦୁଇ ରାଜ୍ୟର ଲୋକସଭା ଆସନରୁ ପ୍ରାର୍ଥୀ ହେବେ ରାହୁଲ ଗାନ୍ଧୀ!

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନରେ କେରଳର ୱାଏନାଡରେ ଥିବା ନିଜ ସଂସଦୀୟ ଆସନ ଛାଡିପାରନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। କୁହାଯାଉଛି ଯେ ରାହୁଲ ଗାନ୍ଧୀ ନିର୍ବାଚନରେ ଦୁଇଟି ଭିନ୍ନ ଭିନ୍ନ ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିବେ। ଗୋଟିଏ କର୍ଣ୍ଣାଟକ କିମ୍ବା ତେଲେଙ୍ଗାନା ଏବଂ…