ପୁଲୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ, ଜଣେ ଆତଙ୍କୀ ସଫା
ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଲୱାମାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲା ଜଣେ ଆତଙ୍କବାଦୀ । ଆଜି ଭୋରୁ ଦକ୍ଷିଣ କାଶ୍ମୀରର ପୁଲୱାମାରେ ସୁରକ୍ଷା କର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟଙ୍କ ପକ୍ଷରୁ ଗୁଳି ବିନିମୟ ଜାରି ରହିଛି । ଯେଉଁଥିରେ ଜଣେ ଆତଙ୍କୀ ସଫା…