ବଜେଟ୍ ୨୦୨୪: ୩ କୋଟି ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଷଷ୍ଠ ଥର ଲାଗି ସଂସଦରେ କେନ୍ଦ୍ର ବଜେଟ ଉପସ୍ଥାପନା କରିଛନ୍ତି । ମୋଦି ସରକାରଙ୍କ ସମୟରେ ଏହି ହେଉଛି ଶେଷ ଅନ୍ତରୀଣ ବଜେଟ । ତେବେ ବଜେଟ ଉପସ୍ଥାପନା ସମୟରେ ମହିଳାମାନଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ।…