ଅନ୍ୟ ଶରୀରରେ ଦମୟନ୍ତୀଙ୍କ ଯକୃତ, ଗ୍ରୀନ କରିଡରରେ ଗଲା ଦିଲ୍ଲୀ
ଭୁବନେଶ୍ବର : ପ୍ରତିରୋପଣ ସେବା କ୍ଷେତ୍ରରେ ନିଜର ପାରଦର୍ଶିତାକୁ ବଜାୟ ରଖିବା ସହିତ ମୃତକଙ୍କ ଶରୀରରୁ ଅଙ୍ଗ ପୁନରୁଦ୍ଧାର କରି ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଏମ୍ସ ଭୁବନେଶ୍ବର। ପ୍ରଥମଥର ପାଇଁ ଆଜି ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ବିଶେଷଜ୍ଞମାନେ ବ୍ରେନ୍ ଷ୍ଟେମ୍ ଡେଡ୍…