Latest Odisha News

BREAKING NEWS

କୋରୋନା ଟିକାରୁ ହେଉଛି ଏହି ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟା, ସାମ୍ନାକୁ ଆସିଲା ଏହି ଚକିତ କରିବା ଭଳି ତଥ୍ୟ

ନୂଆଦିଲ୍ଲୀ: କୋରୋନା ମହାମାରୀ ସମଗ୍ର ବିଶ୍ୱରେ ତାଣ୍ଡବ ରଚିଥିଲା। ସମଗ୍ର ବିଶ୍ୱରୁ ପ୍ରାୟ ୭୦ ଲକ୍ଷ ଲୋକଙ୍କ ପ୍ରାଣହାନୀ ଘଟିଥିଲା। ଏହି ମହାମାରୀରୁ ରକ୍ଷା ପାଇବା ପାଇଁ ବିଭିନ୍ନ ଔଷଧ ତଥା ଟିକା ପ୍ରସ୍ତୁତକାରୀ ଅନୁଷ୍ଠାନ କୋରୋନା ଟିକା ପ୍ରସ୍ତୁତ କରିବାକୁ ଅଣ୍ଟା ଭିଡ଼ିଥିଲା। ବର୍ତ୍ତମାନ…

ଏକାମ୍ର ଉନ୍ନୟନ ପ୍ରକଳ୍ପ ପାଇଁ ବର୍ଷ ଶେଷ ସମୟ ସୀମା ଧାର୍ଯ୍ୟ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଓଲ୍ଡ ଟାଉନ ଅଞ୍ଚଳର ଐତିହ୍ୟକୁ ସୌନ୍ଦର୍ଯ୍ୟ ଓ ସଂରକ୍ଷଣ କରିବା ଉଦ୍ଦେଶ୍ୟରେ ଏକାମ୍ର ଉନ୍ନୟନ ପ୍ରକଳ୍ପ କୁ ସମ୍ପୂର୍ଣ୍ଣ କରିବା ପାଇଁ ଓଡ଼ିଶା ସରକାର ୨୦୨୪ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ସମୟ ସୀମା ଧାର୍ଯ୍ୟ କରିଛନ୍ତି। ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ…

ରାସ୍ତା ପ୍ରଶସ୍ତିକରଣ ପାଇଁ ସ୍ଥାନାନ୍ତର ହୋଇଥିଲା ଶହେ ବର୍ଷ ପୁରୁଣା ବରଗଛ, ଏବେ ଥୁଣ୍ଡା ଗଛରେ କଅଁଳିଛି ପତ୍ର

ଭୁବନେଶ୍ବର: ପ୍ରାୟ ଶହେ ବର୍ଷ ତଳର ବୁଢା ବରଗଛ ପୁଣି ପାଇଲା ନୂଆ ଜୀବନ । ଭୁବନେଶ୍ବର ସୈନିକ ସ୍କୁଲ ନିକଟ ରାସ୍ତାକୁ ଚଉଡା କରାଯିବା ସମୟରେ ବୁଢା ବରଗଛ ଟି କୁ ସ୍ଥାନାନ୍ତର କରାଯାଇଥିଲା । ପ୍ରତିରୋପଣ ହେବାର ତିନି ମାସ ପରେ ଏହି ଥୁଣ୍ଟା ଗଛରେ ଏବେ ନୂଆ ପତ୍ର କଅଁଳିବା ଆରମ୍ଭ ହୋଇଯାଇଛି ।…

ଲୋକସେବା ଭବନ ଘେରିବ କଂଗ୍ରେସ

ଭୁବନେଶ୍ୱର:ଲୋକସେବା ଭବନ ଘେରିବ ରାଜ୍ଯ କଂଗ୍ରେସ। ଶାସକ ଦଳର ଦୁର୍ନୀତି ବିରୋଧରେ ଗର୍ଜିିବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଛି ବୋଲି କଂଗ୍ରେସ ଦାବି କରିଛି । ଏଥିରେ ସାଧାରଣ ଲୋକଙ୍କୁ ସାମିଲ ହେବାକୁ ଆହ୍ୱାନ କରିଛନ୍ତି ପିସିସି…

ରାଜଧାନୀରୁ ହଟିବ ଦଳୀୟ ପୋଷ୍ଟର ଓ ବ୍ୟାନର, ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ପରେ କାର୍ଯ୍ୟାନୁଷ୍ଠାନ ନେଲା ବିଏମସି

ଭୁବନେଶ୍ବର: ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ଓ ବ୍ୟାନର । କାନ୍ଥବାଡ଼ରେ ଲେଖାଯାଇଥିବା ଦଳୀୟ ସ୍ଲୋଗାନ ମଧ୍ୟ ହଟାଯିବ । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ବିଏମସି ଅଞ୍ଚଳରୁ ସମସ୍ତ ରାଜନୈତିକ ଦଳର ପୋଷ୍ଟର ହଟାଇବା ପାଇଁ କାର୍ଯ୍ୟ ଆରମ୍ଭ କରିଦେଇଛି ଭୁବନେଶ୍ୱର ମହାନଗର ନିଗମ । ଆଉ…

ବଢିଲା ସ୍ଵାବଲମ୍ବୀ କାରିଗରମାନଙ୍କ ପାରିଶ୍ରମିକ, ୪ ହଜାରରୁ ୬ ହଜାର ୫ ଶହ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ସ୍ଵାବଲମ୍ବୀ କାରିଗରଙ୍କ ପାଇଁ ଖୁସି ଖବର । ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪ ହଜାର ଟଙ୍କା ଥିବାବେଳେ, ନୂତନ…

କୋରାପୁଟରେ ଜଳରଙ୍ଗ ଚିତ୍ରଶିଳ୍ପୀ ଶିବିର ଓ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ

କୋରାପୁଟ : ଓଡ଼ିଶା ଲଳିତ କଳା ଏକାଡେମୀ,ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ଏବଂ କୋରାପୁଟ ଜିଲ୍ଲା ପ୍ରଶାସନ ସହଯୋଗରେ କୋରାପୁଟର ଦେଓମାଳୀଠାରେ ଏକ ରାଜ୍ୟ ସ୍ତରୀୟ ଯୁବ ଚିତ୍ରଶିଳ୍ପୀ ଶିବିର ଆୟୋଜିତ ହୋଇଯାଇଛି । ଏହି ଚିତ୍ରକଳା ପ୍ରଦର୍ଶନୀକୁ ପ୍ରଦର୍ଶନୀ…

ଆଜିଠୁ ଆରମ୍ଭ ‘ସ୍ଵୟମ’ ଆବେଦନ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଘୋଷଣା କରାଯାଇଥିବା 'ସ୍ଵୟମ' ଯୋଜନା ପାଇଁ ଆଜିଠୁ ଆବେଦନ ଆରମ୍ଭ ହୋଇଛି। ଯୁବପୀଢିଙ୍କୁ ଯୁବ ଉଦ୍ୟୋଗୀରେ ପରିଣତ କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି । ଉଭୟ ଅନଲାଇନ ଓ ଅଫଲାଇନରେ ଆବେଦନକାରୀ ଆବେଦନ କରିପାରିବେ।…

ଦୁଇଟି ପୃଥକ ସ୍ଥାନରେ ଯୁକ୍ତ ଦୁଇ ଓ ମ୍ୟାଟ୍ରିକ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର/ଭଦ୍ରକ: ରାଜ୍ୟର ଏବେ ଯୁକ୍ତ ଦୁଇ ଓ ମ୍ୟାଟ୍ରିକ ପରୀକ୍ଷା ଚାଲିଛି । ଏହାରି ଭିତରେ ଦୁଇଟି ଜିଲ୍ଲା ଭଦ୍ରକ ଓ ଗଞ୍ଜାମରୁ ଦୁଃଖଦ ଖବର ସାମ୍ନାକୁ ଆସିଛି । ଜଣେ ଯୁକ୍ତ ଦୁଇ ଛାତ୍ର ଓ ଅନ୍ୟ ଜଣେ ମ୍ୟାଟ୍ରିକ ଛାତ୍ର ରସି ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ଦେଖିବାକୁ ମିଳିଛି ।…

ମାଲକାନଗିରି ସୀମାନ୍ତରେ ମାଓବାଦୀଙ୍କ ବର୍ବର କାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ପୁଣି ମାଓତାଣ୍ଡବ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ମାନେ ହେଲେ ପାମେଡ ଥାନା ଅନ୍ତର୍ଗତ କାୟର ଦୁଲେଡ ଗ୍ରାମର ସୋଡି ହୁଙ୍ଗା ଓ ମାଡଭି ନନ୍ଦା । ଉଭୟ ଗ୍ରାମବାସୀଙ୍କୁ…