ଫେବୃଆରୀ ୨୭ରେ ନିର୍ବାଚନ; ଖାଲି ହେବ ଓଡ଼ିଶାର ୩ ରାଜ୍ୟସଭା ଆସନ, ଜାଣନ୍ତୁ କାହାର ସରିବ କାର୍ଯ୍ୟକାଳ?
ଭୁବନେଶ୍ବର: ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ୫୬ଟି ଆସନ ମଧ୍ୟରେ ଓଡିଶାର ତିନୋଟି ରହିଛି
ସେହିପରି ଉତ୍ତରପ୍ରଦେଶର ସର୍ବାଧିକ ୧୦ଟି ଆସନ ଖାଲି…