ମୃତ୍ୟୁଯନ୍ତା ପାଲଟିଛି ଦ୍ୱାରଶୁଣି ଘାଟି: ଟ୍ରକ ଓଲଟି ଡ୍ରାଇଭର ମୃତ, ପିଆଜ ବୋହିନେଲେ ଲୋକ
ବାରିପଦା: ମୟୂରଭଞ୍ଜ ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା । କିଛି ଦିନ ତଳେ ଏକ ଯାତ୍ରା ପାର୍ଟିର ଟ୍ରକ ଓଲଟି ୬ଜଣଙ୍କ ମୃତ୍ୟୁ ହୋଇଥିଲା । ଆଜି ଏକ ପିଆଜ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଛି । ଯେଉଁଥିରେ ଟ୍ରକ ଚାଳକଙ୍କର ମୃତ୍ୟୁ ଘଟିଛି ।
ସୂଚନା…