ଭୟଙ୍କର ଭୂକମ୍ପରେ ଥରିଲା ଜମ୍ମୁ କଶ୍ମୀର ଓ ଲଦାଖ
ନୂଆଦିଲ୍ଲୀ: ସୋମବାର ରାତି ପ୍ରାୟ ସାଢେ ୯ଟା ସମୟରେ ଜାମ୍ମୁ କାଶ୍ମୀର ଏବଂ ଲଦାଖରେ ଭୟଙ୍କର ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୨ ରହିଥିଲା। ଏହାର କେନ୍ଦ୍ରବିନ୍ଦୁ କାର୍ଗିଲର ୧୪୮ କିଲୋମିଟର…