ବିଜେଡିରୁ ଇସ୍ତଫା ଦେଲେ ଅସିତ୍ ପଟ୍ଟନାୟକ, ଦଳ ଛାଡିବା ପଛର କାରଣ କହିଲେ…
ଭଦ୍ରକ: ବିଜେଡି ଛାଡିଲେ ଭଦ୍ରକ ଜିଲ୍ଲାର ବରିଷ୍ଠ ବିଜେଡ଼ି ନେତା ତଥା ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ପୁତ୍ର ଅସିତ୍ ପଟ୍ଟନାୟକ । ସେ ତାଙ୍କର ଇସ୍ତଫା ପତ୍ର ବିଜେଡ଼ି ଦଳର ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଯେଉଁଠି ସମ୍ମାନ ନାହିଁ ସେ…