ପୁଣି ଥରିଲା ଜାପାନ: ୬.୩ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଝଟକା
ନୂଆଦିଲ୍ଲୀ: ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ । ପୂର୍ବ ଉପକୂଳ ହନସୁ ଅଞ୍ଚଳରେ ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ରେକର୍ଡ କରାଯାଇଥିବା ନେଇ ଜାପାନ ପାଣିପାଗ ଏଜେନ୍ସି ପକ୍ଷରୁ ସୂଚନା ଜାରି କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳର ଗଭୀରତା…