ଆଜିଠୁ ଯୁକ୍ତ ୨ ପରୀକ୍ଷା; ପରୀକ୍ଷା ଦେବେ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ
ଭୁବନେଶ୍ଵର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା। ସକାଳ ୧୦ଟାରୁ ଅପରାହ୍ନ ୧ଟା ଯାଏଁ ଗୋଟିଏ ସିଫ୍ଟରେ ହେବ ପରୀକ୍ଷା । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଆଜିଠାରୁ ପରୀକ୍ଷା…