କେନ୍ଦୁଝରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ, ୭ ଆହତ
କେନ୍ଦୁଝର: ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଟି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ପିକନିକ୍ ପାର୍ଟି ନେଇ ଯାଉଥିବା ଏକ ଭ୍ୟାନ୍ ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି।
ମିଳିଥିବା ସୂଚନା ଅନୁଯାୟୀ, ସକାଳେ ଘଟଗାଁ…