ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍
ଭଦ୍ରକ: ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍ । ଭଦ୍ରକର ୪ଟି ସ୍ଥାନରେ ରେଡ୍ । ସେପରି ବାରିପଦା ଇଞ୍ଜିନିୟରିଂ କଲେଜର ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ବି ରେଡ୍ । କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷାରେ ଚାଲିଛି ଏହି ରେଡ୍ ।
ସୂଚନା ଅନୁସାରେ, ବିଧାୟକ ପ୍ରଫୁଲ୍ଲ ସାମଲଙ୍କ…